Saturday, May 17, 2025
25.1 C
Odisha

    ଭୁବନେଶ୍ବର ବିମାନବନ୍ଦରରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି, ମିଳିଛି ସନ୍ଦିଗ୍ଧ ବ୍ୟାଗ୍

    ଆଗକୁ ପଢନ୍ତୁ

    ଭୁବନେଶ୍ୱର : ଦେଶରେ ସବୁ ବିମାନ ବନ୍ଦରକୁ ହାଇ ଆଲର୍ଟରେ ରଖାଯାଇଥିବାବେଳେ ଭୁବନେଶ୍ବର ବିମାନବନ୍ଦରରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି । ସନ୍ଧାନୀ କୁକୁର ସାହାଯ୍ୟରେ ତନ୍ନତନ୍ କରି ଯାଞ୍ଚ କରାଯାଉଛି । ବିଭିନ୍ନ ସ୍ଥାନରେ CISF ଯବାନ ମୁତୟନ ରହିଥିବାବେଳେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି ।

    ଏପଟେ ବିମାନ ବନ୍ଦର ବାହାରେ ମିଳିଛି ସନ୍ଦିଗ୍ଧ ବ୍ୟାଗ୍ । ଲଗେଜ ଟ୍ରଲିରେ ରହିଥିଲା ବ୍ୟାଗ । ବ୍ୟାଗ୍ କୁ ଯାଞ୍ଚ କଲା ଡଗ୍ ଓ ବମ୍ ସ୍କ୍ବାଡ ଟିମ୍ । ଯାଞ୍ଚ ପରେ ସନ୍ଦିଗ୍ଧ ବ୍ୟାଗ ଜବତ କଲା ପୋଲିସ । ଯାଞ୍ଚ ପରେ ଏହା ଜଣେ ହାଇଦ୍ରାବାଦର ଯାତ୍ରୀଙ୍କ ବ୍ୟାଗ ବୋଲି ଜଣାଯାଇଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    25.1 ° C
    25.1 °
    25.1 °
    75 %
    5.4kmh
    100 %
    Sat
    25 °
    Sun
    38 °
    Mon
    40 °
    Tue
    39 °
    Wed
    37 °

    ସମ୍ବନ୍ଧିତ