Saturday, February 14, 2026
16.3 C
Odisha

    ଭୁବନେଶ୍ବର ବିମାନ ବନ୍ଦରରେ ନିର୍ମାଣ ହେବ ନୂଆ ଟର୍ମିନାଲ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର: ଭୁବନେଶ୍ବର ବିଜୁ ପଟ୍ଟନାୟକ ଆନ୍ତର୍ଜାତୀୟ ବିମାନ ବନ୍ଦରରେ ନିର୍ମାଣ ହେବ ନୂଆ ଟର୍ମିନାଲ । ପୁରୁଣା ଟର୍ମିନାଲ ପାଖରେ ନୂଆ ଟର୍ମିନାଲ ନିର୍ମାଣ ହେବ । ଦୁଇ ବର୍ଷରେ ନିର୍ମାଣ ଯୋଜନା ସହ ଶୀଘ୍ର ହେବ ରନୱେ କ୍ୟାଟ୍ ଟୁ ଲାଇଟ୍ । ବର୍ତ୍ତମାନ ଭୁବନେଶ୍ବର ବିମାନବନ୍ଦରରୁ ବାର୍ଷିକ ୪୦ରୁ ୫୦ ଲକ୍ଷ୍ୟ ଯାତ୍ରୀ ଯାତାୟାତ କରୁଥିବା ବେଳେ ନୂଆ ଟର୍ମିନାଲ ପରେ ଏହାକୁ ୮୦ଲକ୍ଷକୁ ବୃଦ୍ଧି କରିବାକୁ ଲକ୍ଷ୍ୟ ରଖାଯାଇଛି । ଭୁବନେଶ୍ବର ବିମାନ ବନ୍ଦରରେ ସମୀକ୍ଷା ପରେ ସେ ଏହା କହିଛନ୍ତି କେନ୍ଦ୍ର ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ କେ. ରାମମୋହନ ନାଇଡୁ।
    ଦେଶର ୨୦ଟି ସହର ସହ ବିଦେଶର ୪ଟି ସ୍ଥାନକୁ ଭୁବନେଶ୍ବର ଏୟାରପୋର୍ଟ ସଂଯୋଗ କରୁଛି। ଭୁବନେଶ୍ବରରେ ଏବେ ଯେଉଁ ଟର୍ମିନାଲ ଅଛି ସେଥିରେ ୪୦ ରୁ ୫୦ ଲକ୍ଷ କ୍ଷମତା ରହିଛି। ଆସନ୍ତା ବର୍ଷେ ମଧ୍ୟରେ ଏହାକୁ ୮୦ ଲକ୍ଷ କରାଯିବ ବୋଲି କହିଛନ୍ତି କେନ୍ଦ୍ର ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ କେ. ରାମମୋହନ ନାଇଡୁ। ଭୁବନେଶ୍ବର ବିମାନ ବନ୍ଦର ରିଭ୍ୟୁ କରିବା ପରେ ସେ କହିଛନ୍ତି- ପୁରୁଣା ଟର୍ମିନାଲ ପାଖରେ ନୂଆ ଟର୍ମିନାଲ ନିର୍ମାଣ ହେବ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    16.3 ° C
    16.3 °
    16.3 °
    41 %
    1kmh
    4 %
    Sat
    32 °
    Sun
    33 °
    Mon
    34 °
    Tue
    34 °
    Wed
    34 °

    ସମ୍ବନ୍ଧିତ