Sunday, February 9, 2025
20.4 C
Odisha

    ଭୁବନେଶ୍ବର-ଶିରିଡ଼ି-ନାସିକ ତୀର୍ଥଯାତ୍ରୀ ଟ୍ରେନ୍ ର ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

    ଆଗକୁ ପଢନ୍ତୁ

    ଭୁବନେଶ୍ବର: ବରିଷ୍ଠ ନାଗରିକଙ୍କୁ ଶିରିଡ଼ି ବୁଲା‌ଇବେ ଓଡ଼ିଶା ସରକାର। ଏଥିଲାଗି ଭୁବନେଶ୍ବର-ଶିରିଡ଼ି-ନାସିକ ତୀର୍ଥଯାତ୍ରୀ ଟ୍ରେନ୍ ଚଳାଚଳ କରିବ। ଏହି ସତନ୍ତ୍ର ଟ୍ରେନକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଭୁବନେଶ୍ବର ରେଳ ଷ୍ଟେସନରେ ଉଦଘାଟନ କରିବେ ବୋଲି ଜଣାଯାଇଛି। ଭୁବନେଶ୍ବର-ଶିରିଡ଼ି-ନାସିକ ତୀର୍ଥଯାତ୍ରୀ ଟ୍ରେନ୍ ର ଆଧ୍ୟାତ୍ମିକ ଯାତ୍ରା ଶ୍ରଦ୍ଧାଳୁଙ୍କୁ ଦିବ୍ୟ ଅନୁଭୂତି ପ୍ରଦାନ କରିବ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    scattered clouds
    20.4 ° C
    20.4 °
    20.4 °
    17 %
    2kmh
    30 %
    Sun
    20 °
    Mon
    34 °
    Tue
    36 °
    Wed
    36 °
    Thu
    35 °

    ସମ୍ବନ୍ଧିତ