Sunday, November 16, 2025
14.9 C
Odisha

    ଭୁବନେଶ୍ୱରରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ

    ଆଗକୁ ପଢନ୍ତୁ

    ନିର୍ବାଚନ ପ୍ରଚାର ପାଇଁ ଓଡ଼ିଶାରେ ପହଞ୍ଚିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ସ୍ୱତନ୍ତ୍ର ବିମାନ ଯୋଗେ ଆସି ଭୁବନେଶ୍ୱରର ବିମାନବନ୍ଦରରେ ପହଞ୍ଚିଛନ୍ତି ପ୍ରଧାନମନ୍ତ୍ରୀ । ଆଜି ରାଜଭବନରେ ରାତ୍ରୀ ଯାପନ କରିବା ପରେ ଆସନ୍ତାକାଲି ମୋଦୀ ବ୍ରହ୍ମପୁର ଏବଂ ନବରଙ୍ଗପୁର ଗସ୍ତ କରିବେ । ଆସନ୍ତାକାଲି ବ୍ରହ୍ମପୁର ଏବଂ ନବରଙ୍ଗପୁରରେ ନିର୍ବାଚନୀ ସଭାରେ ସାମିଲ ହେବେ ପ୍ରଧାନମନ୍ତ୍ରୀ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    14.9 ° C
    14.9 °
    14.9 °
    61 %
    1.5kmh
    0 %
    Sat
    15 °
    Sun
    25 °
    Mon
    25 °
    Tue
    25 °
    Wed
    27 °

    ସମ୍ବନ୍ଧିତ