Saturday, May 2, 2026
25.9 C
Odisha

    ମନ୍ତ୍ରୀଙ୍କ ବଡ଼ ସୂଚନା: ପୂର୍ତ୍ତ ବିଭାଗ କାମରେ ଲାଗିବ AI

    ଆଗକୁ ପଢନ୍ତୁ

    ଭୁବନେଶ୍ୱର : ଆଇନ ଓ ପୂର୍ତ୍ତ ବିଭାଗ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ଆଜି ଏକ ବଡ଼ ସୂଚନା ଦେଇଛନ୍ତି। ପୂର୍ତ୍ତ ବିଭାଗ କାର୍ଯ୍ୟରେ AI ଆଧାରିତ ସଫ୍ଟୱେର୍‌ ବ୍ୟବହାର କରାଯିବ ବୋଲି ମନ୍ତ୍ରୀ ପ୍ରକାଶ କରିଛନ୍ତି। ଏପରିକି ଟେଣ୍ଡର୍‌ ମ୍ୟାନେଜମେଣ୍ଟ ପ୍ରକ୍ରିୟା ସମ୍ପୂର୍ଣ୍ଣ AI ଆଧାରିତ ହେବ। ପୂର୍ତ୍ତ ବିଭାଗ ଟେଣ୍ଡର୍‌ ମ୍ୟାନେଜମେଣ୍ଟକୁ ଅନ୍‌ଲାଇନ୍‌ରେ କରିବ। ପୂର୍ବରୁ ଯେଉଁ କାମ ୨ ମାସ ଲାଗୁଥିଲା, ଏବେ ଗୋଟିଏ ସପ୍ତାହରେ ସେହି କାମ ହେବ ବୋଲି ମନ୍ତ୍ରୀ କହିଛନ୍ତି। ଏନେଇ ଅନ୍‌ଲାଇନ ଆପ୍ଲିକେସନ କାମ ଆରମ୍ଭ ହୋଇଯାଇଛି ବୋଲି ମନ୍ତ୍ରୀ ମଧ୍ୟ କହିଛନ୍ତି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    25.9 ° C
    25.9 °
    25.9 °
    58 %
    2.1kmh
    0 %
    Fri
    26 °
    Sat
    39 °
    Sun
    41 °
    Mon
    41 °
    Tue
    36 °

    ସମ୍ବନ୍ଧିତ