Saturday, March 14, 2026
28.9 C
Odisha

    ମମତା ବାନାର୍ଜୀଙ୍କ ଜନ୍ମଦିନରେ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦି, କଲେ ଦୀର୍ଘାୟୁ କାମନା

    ଆଗକୁ ପଢନ୍ତୁ

    ନୂଆଦିଲ୍ଲୀ : ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଆଜି ନିଜର ୭୧ ତମ ଜନ୍ମଦିନ ପାଳନ କରୁଛନ୍ତି । ବିଭିନ୍ନ ରାଜନୈତିକ ପାର୍ଟି ତରଫରୁ ତାଙ୍କୁ ଶୁଭେଚ୍ଛା ଜଣାଯାଉଛି । ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମମତା ବାନାର୍ଜୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି ।

    ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇବା ସହିତ ସୁସ୍ଥ ସ୍ବାସ୍ଥ୍ୟ ଏବଂ ଦୀର୍ଘାୟୁ କାମନା କରିଛନ୍ତି । ମୋଦି ଏକ୍ସରେ ଲେଖିଛନ୍ତି, ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ଦିଦିଙ୍କୁ ଜନ୍ମଦିନରେ ଶୁଭକାମନା । ତାଙ୍କ ସ୍ବାସ୍ଥ୍ୟ ଏବଂ ଦୀର୍ଘାୟୁ ପାଇଁ ପ୍ରାର୍ଥନା କରୁଛି ।

    ମମତା ବାନାର୍ଜୀଙ୍କ ଜନ୍ମ ୧୯୫୫ରେ ଜାନୁଆରୀ ୫ ରେ ହୋଇଥିଲା । ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ୩ଥର ରହିଛନ୍ତି । ଏହାସହିତ ମମତା ବାନାର୍ଜୀ ୭ ଥର ଲୋକସଭା ସାଂସଦ ରହିଛନ୍ତି । ମମତା ବାନାର୍ଜୀ ପଶ୍ଚିମବଙ୍ଗର ପ୍ରଥମ ମହିଳା ମୁଖ୍ୟମନ୍ତ୍ରୀ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    28.9 ° C
    28.9 °
    28.9 °
    23 %
    2.9kmh
    0 %
    Sat
    31 °
    Sun
    38 °
    Mon
    37 °
    Tue
    38 °
    Wed
    38 °

    ସମ୍ବନ୍ଧିତ