Saturday, February 14, 2026
30.7 C
Odisha

    ମହାପୁରୁଷମାନଙ୍କ ପ୍ରତି ସମ୍ମାନ ଓ କୃତଜ୍ଞ ରହିବା ଜାତିର ନୈତିକ ଦାୟିତ୍ୱ: ନବୀନ ପଟ୍ଟନାୟକ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର: ଓଡ଼ିଆ ଅସ୍ମିତାକୁ ନେଇ ନବୀନଙ୍କ ପ୍ରଶ୍ନ । ବ୍ୟାସକବିଙ୍କୁ ଅସମ୍ମାନ ଓଡ଼ିଆ ଅସ୍ମିତା କି ? ନବୀନ ସୋସିଆଲ ମିଡିଆ ‘ଏକ୍ସ’ରେ ଲେଖିଛନ୍ତି ଯେ, ଏହା କ’ଣ ଓଡ଼ିଆ ଅସ୍ମିତା ? ମହାପୁରୁଷମାନଙ୍କ ପ୍ରତି ସମ୍ମାନ, କୃତଜ୍ଞ ରହିବା ଜାତିର ନୈତିକ ଦାୟିତ୍ୱ। ମହାପୁରୁଷମାନଙ୍କ ତ୍ୟାଗ, ସାଧନା ଓ ଦୂରଦୃଷ୍ଟି ଦ୍ୱାରା ଗଢ଼ି ଉଠିଥିବା ଉତ୍କର୍ଷ ଅନୁଷ୍ଠାନ ଜାତିର ଅକ୍ଷୟ କୀର୍ତ୍ତି। ଓଡ଼ିଆ ଭାଷା ଓ ସାହିତ୍ୟର ଉନ୍ନତିରେ ବ୍ୟାସକବି ଫକୀରମୋହନ ସେନାପତିଙ୍କ ଅତୁଳନୀୟ ଅବଦାନ ରହିଛି। ଓଡ଼ିଶାର ସାମଗ୍ରିକ ବିକାଶରେ ମୟୂରଭଞ୍ଜ ରାଜପରିବାରର ଅବଦାନ ସମସ୍ତେ ଜାଣନ୍ତି। ସାହିତ୍ୟ, ଶିକ୍ଷା, ସ୍ୱାସ୍ଥ୍ୟ, ସଂସ୍କୃତି ଆଦି ସବୁ କ୍ଷେତ୍ରରେ ସେମାନଙ୍କ ଅବଦାନ ଅସୀମ। ଇତିହାସକୁ ବିକୃତ କରିବା ପାଇଁ କିଛି ଲୋକ ଅପଚେଷ୍ଟା କରୁଛନ୍ତି। ଆଗାମୀ ପୀଢ଼ି ପାଇଁ ଏହା କି ବାର୍ତ୍ତା ଦେବ?

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    few clouds
    30.7 ° C
    30.7 °
    30.7 °
    20 %
    4.2kmh
    23 %
    Sat
    31 °
    Sun
    33 °
    Mon
    34 °
    Tue
    34 °
    Wed
    35 °

    ସମ୍ବନ୍ଧିତ