Thursday, July 31, 2025
29.9 C
Odisha

    ମାଆଙ୍କ ନାଁରେ ଗୋଟିଏ ଲେଖାଏଁ ଗଛ ଲଗାଇବା ପାଇଁ ଆହ୍ବାନ ଦେଲେ କେନ୍ଦ୍ରମନ୍ତ୍ରୀ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର : ଏକ୍ ପେଡ୍ ମାଆ କେ ନାମ୍ ୨.୦” ଅଭିଯାନର ଶୁଭାରମ୍ଭ ।  ଜୁନ ୫ ବିଶ୍ୱ ପରିବେଶ ଦିବସରୁ ସେପ୍ଟେମ୍ବର ୩୦ ତାରିଖ ପର୍ଯ୍ୟନ୍ତ ୧୦ କୋଟି ଗଛ ଲଗାଇବା ପାଇଁ କେନ୍ଦ୍ରମନ୍ତ୍ରୀଙ୍କ ବାର୍ତ୍ତା ।  ଦେଶବାସୀ ବିଶେଷ ଭାବେ ଛାତ୍ରଛାତ୍ରୀଙ୍କୁ ଭିଡିଓ ବାର୍ତ୍ତା ଜରିଆରେ ଆହ୍ୱାନ ଦେଇଛନ୍ତି କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।

    ଭାରତ ସରକାର ଏକ ବ୍ୟାପକ ବୃକ୍ଷରୋପଣ ଅଭିଯାନ କରିବା ପାଇଁ ଏହାକୁ ଆରମ୍ଭ କରିଥିଲେ ।  ବୃକ୍ଷରୋପଣ ମାଧ୍ୟମରେ ପରିବେଶ ସୁରକ୍ଷା କରିବା ଏବଂ ସାଧାରଣ ଜନତାଙ୍କ ମଧ୍ୟରେ ଗଛ ଲଗାଇବା ପାଇଁ ସଚେତନତା ସୃଷ୍ଟି କରିବା ଏହି ଅଭିଯାନର ମୂଳ ଉଦ୍ଦେଶ୍ୟ ।  ନିଜ ମାଆଙ୍କ ନାଁରେ ଗୋଟିଏ ଲେଖାଏଁ ଗଛ ଲଗାଇବା ପାଇଁ ଦେଶବାସୀଙ୍କୁ ଅନୁରୋଧ କରିଛନ୍ତି ଧର୍ମେନ୍ଦ୍ର ପ୍ରଧାନ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    broken clouds
    29.9 ° C
    29.9 °
    29.9 °
    65 %
    4.4kmh
    80 %
    Thu
    30 °
    Fri
    32 °
    Sat
    31 °
    Sun
    32 °
    Mon
    33 °

    ସମ୍ବନ୍ଧିତ