Sunday, March 8, 2026
28.4 C
Odisha

    ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କଲେ ସୋଆ ବିଶ୍ଵବିଦ୍ୟାଳୟର ପ୍ରତିଷ୍ଠାତା ସଭାପତି ପ୍ରଫେସର ଡକ୍ଟର ମନୋଜରଞ୍ଜନ ନାୟକ

    ଆଗକୁ ପଢନ୍ତୁ

    ଭୁବନେଶ୍ଵର, ଜୁଲାଇ ୩: ବୁଧବାର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି ସୋଆ ବିଶ୍ବବିଦ୍ୟାଳୟର ପ୍ରତିଷ୍ଠାତା ସଭାପତି ପ୍ରଫେସର ଡକ୍ଟର ମନୋଜରଞ୍ଜନ ନାୟକ । ଏହି ଅବସରରେ ଏକ ବିକଶିତ ଓଡ଼ିଶା ନିର୍ମାଣ ନିମନ୍ତେ ରାଜ୍ୟର ଶିକ୍ଷା ଓ ସ୍ବାସ୍ଥ୍ୟସେବା କ୍ଷେତ୍ର ଉପରେ ମତ ବିନିମୟ କରିବା ସହ ଏଥିରେ ଶିକ୍ଷା ଓ ଅନୁସନ୍ଧାନ ବିଶ୍ବବିଦ୍ୟାଳୟ କିଭଳି ସହାୟକ ହୋଇପାରିବ ସେ ବିଷୟରେ ଉଭୟଙ୍କ ମଧ୍ୟରେ ଆଲୋଚନା ହୋଇଥିଲା । ଏଥି ସହ ଘରୋଇ ସଂସ୍ଥାର ଭୂମିକା ଓ ସରକାରଙ୍କ ମଧ୍ୟରେ ସୁସମ୍ପର୍କ ଉପରେ ମଧ୍ୟ ଆଲୋଚନା ହୋଇଥିଲା । ଏହି ସମୟରେ ଆଇ ଏମ ଏସ ଆଣ୍ଡ ସମ୍ ହସ୍ପିଟାଲର ବରିଷ୍ଠ ଚିକିତ୍ସକ ଡାକ୍ତର ବସନ୍ତ କୁମାର ପତି ମଧ୍ୟ ଉପସ୍ଥିତ ଥିଲେ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    28.4 ° C
    28.4 °
    28.4 °
    52 %
    3.1kmh
    89 %
    Sun
    29 °
    Mon
    37 °
    Tue
    38 °
    Wed
    39 °
    Thu
    40 °

    ସମ୍ବନ୍ଧିତ