Monday, July 7, 2025
24.4 C
Odisha

    ମୁଖ୍ୟମନ୍ତ୍ରୀଙ୍କ ଓଏସଡି ହେଲେ କୌଶିକ ପଟ୍ଟନାୟକ

    ଆଗକୁ ପଢନ୍ତୁ

    ଭୁବନେଶ୍ବର:  ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଓଏସଡି ନିଯୁକ୍ତି ନେଇ ବିଜ୍ଞପ୍ତି ପ୍ରକାଶ ପାଇଛି  । ପୂର୍ବରୁ ବାଂଶପାଳ ତହସିଲଦାର ଭାବେ କାର୍ଯ୍ୟ କରୁଥିବା ଓଏଏସ ଅଫିସର କୌଶିକ ପଟ୍ଟନାୟକଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଓଏସଡି ଭାବେ ନିଯୁକ୍ତି ପ୍ରଦାନ କରାଯାଇଛି । ସୋମବାର ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁଯାୟୀ, ଓଏଏସ୍ ଅଧିକାରୀ କୌଶିକ ପଟ୍ଟନାୟକଙ୍କୁ ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସ୍ୱତନ୍ତ୍ର ଡ୍ୟୁଟି ଅଧିକାରୀ (ଓଏସଡି) ଭାବରେ ନିଯୁକ୍ତି ଦିଆଯାଇଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    24.4 ° C
    24.4 °
    24.4 °
    86 %
    2.2kmh
    100 %
    Sun
    24 °
    Mon
    27 °
    Tue
    24 °
    Wed
    27 °
    Thu
    25 °

    ସମ୍ବନ୍ଧିତ