Tuesday, March 17, 2026
33.3 C
Odisha

    ମୁଖ୍ୟମନ୍ତ୍ରୀଙ୍କ ବଡ଼ ନିଷ୍ପତ୍ତି : ପୂର୍ବ ସରକାରରେ ବିଭିନ୍ନ ବିଭାଗରେ ନିଯୁକ୍ତ ଉପଦେଷ୍ଟାମାନେ ଏବେ ଦାୟିତ୍ଵମୁକ୍ତ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର:ପୂର୍ବ ସରକାରଙ୍କ ସମୟରେ ରାଜ୍ୟର ବିଭିନ୍ନ ବିଭାଗରେ ଉପଦେଷ୍ଟା ଭାବେ ଅନେକ ବ୍ୟକ୍ତିଙ୍କୁ ନିଯୁକ୍ତି ଦିଆ ଯାଇଥିଲା। ସରକାରଙ୍କ କାର୍ଯ୍ୟକ୍ରମ ତଥା କାର୍ଯ୍ୟ ଦକ୍ଷତା ବୃଦ୍ଧିରେ ଏହାଦ୍ବାରା କୌଣସି ଉନ୍ନତି ପରିଲକ୍ଷିତ ହେଉ ନ ଥିବାରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ଉପଦେଷ୍ଟା ମାନଙ୍କୁ ଦାୟିତ୍ଵ ମୁକ୍ତ କରିବା ପାଇଁ ନିଷ୍ପତ୍ତି ଗ୍ରହଣ କରିଛନ୍ତି। ସୂଚନାଯୋଗ୍ୟ, ପୂର୍ବ ବିଜେଡି ସରକାର ଦଳର ୧୫୦ରୁ ଅଧିକ ନେତା ଓ କିଛି ବିଶିଷ୍ଟ ବ୍ୟକ୍ତିଙ୍କୁ ବିଭାଗର ଉପଦେଷ୍ଟା ଭାବେ ନିଯୁକ୍ତି ଦେଇଥିଲେ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    33.3 ° C
    33.3 °
    33.3 °
    24 %
    2.2kmh
    99 %
    Tue
    36 °
    Wed
    37 °
    Thu
    36 °
    Fri
    34 °
    Sat
    34 °

    ସମ୍ବନ୍ଧିତ