Tuesday, March 17, 2026
23.4 C
Odisha

    ମେଟ୍ରୋ ଟନେଲ କାମ ବେଳେ ବିହାରରେ ଦୁଇ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ

    ଆଗକୁ ପଢନ୍ତୁ

    ବିହାର ପାଟନାରେ ଦୁଇ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ ଘଟିଥିବା ବେଳେ ୬ ଆହତ ହୋଇଛନ୍ତି। ମେଟ୍ରୋ ଟନେଲ କାମ ବେଳେ ଅଘଟଣ ଘଟି ମୃତ୍ୟୁ ଘଟିଥିବା ନେଇ ରାଜ୍ୟ ଶ୍ରମ ମନ୍ତ୍ରୀ ଗଣେଶରାମ ସିଂ ଖୁଣ୍ଟିଆ ସ୍ପଷ୍ଟ କରିଛନ୍ତି। ମୃତକଙ୍କ ପାଇଁ କ୍ଷତିପୂରଣ ଓ ଆହତଙ୍କୁ ଚିକିତ୍ସା ଯୋଗାଇ ଦିଆଯିବ ବୋଲି ମନ୍ତ୍ରୀ କହିଛନ୍ତି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    23.4 ° C
    23.4 °
    23.4 °
    45 %
    1.1kmh
    100 %
    Tue
    36 °
    Wed
    36 °
    Thu
    35 °
    Fri
    34 °
    Sat
    33 °

    ସମ୍ବନ୍ଧିତ