Saturday, May 2, 2026
33.3 C
Odisha

    ମେୟର ସୁଲୋଚନା ଦାସଙ୍କ ବିରୋଧରେ ଥାନାରେ ଏତଲା

    ଆଗକୁ ପଢନ୍ତୁ

    ଭୁବନେଶ୍ୱର  :  ବାଂଲାଦେଶୀ ପ୍ରବାସୀମାନଙ୍କ ଉପରେ ଦେଇଥିବା ମନ୍ତବ୍ୟ ପାଇଁ ଭୁବନେଶ୍ୱର ମେୟର ସୁଲୋଚନା ଦାସଙ୍କ ବିରୋଧରେ ଆଜି ବିଜେପି ମହିଳା ମୋର୍ଚ୍ଚାର ସଦସ୍ୟମାନେ ମହିଳା ଥାନାରେ ଏତଲା ଦାୟର କରିଛନ୍ତି। ଭୁବନେଶ୍ୱର ମେୟର ସୁଲୋଚନା ଦାସ ପୂର୍ବରୁ ବାଂଲାଦେଶୀ ପ୍ରବାସୀଙ୍କୁ ସମର୍ଥନ କଲା ଭଳି ମନ୍ତବ୍ୟ ଦେଇଥିଲେ। ସେବେଠାରୁ ବିଜେପି ପକ୍ଷରୁ ବିରୋଧ ପ୍ରଦର୍ଶନ କରାଯାଉଥିଲା।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    33.3 ° C
    33.3 °
    33.3 °
    27 %
    2.3kmh
    100 %
    Sat
    34 °
    Sun
    40 °
    Mon
    40 °
    Tue
    38 °
    Wed
    37 °

    ସମ୍ବନ୍ଧିତ