Friday, November 14, 2025
23.8 C
Odisha

    ମୋଦୀଙ୍କ ରୋଡ୍ ଶୋ’ ଲାଗି ଭୁବନେଶ୍ୱରର ଏହି ରାସ୍ତାରେ କାଲି ଗାଡି ଚଳାଚଳ ମନା

    ଆଗକୁ ପଢନ୍ତୁ

    ଭୁବନେଶ୍ୱରରେ ପ୍ରଧାନମନ୍ତ୍ରୀଙ୍କ ରୋଡ୍ ଶୋ’ ଲାଗି ଟ୍ରାଫିକ୍ କଟକଣା । ଜନପଥରେ ଟ୍ରାଫିକ୍ କଟକଣା ଜାରି କଲା କମିଶନରେଟ୍ ପୋଲିସ୍ । କାଲି ଅପରାହ୍ନ ୨ଟାରୁ ରୋଡ୍ ଶୋ’ ସରିବା ଯାଏ ଗାଡି ଚଳାଚଳ ମନା । ମାଷ୍ଟରକ୍ୟାଣ୍ଟିନରୁ ବାଣୀବିହାର ରାସ୍ତାରେ ଗାଡି ଚଳାଚଳ ମନା । ଜନପଥକୁ ସଂଯୋଗ କରୁଥିବା ସବୁ ଗଳିରୁ ଗାଡି ରାସ୍ତାକୁ ଛଡାଯିବନି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    23.8 ° C
    23.8 °
    23.8 °
    41 %
    1.8kmh
    0 %
    Fri
    22 °
    Sat
    25 °
    Sun
    25 °
    Mon
    26 °
    Tue
    25 °

    ସମ୍ବନ୍ଧିତ