Sunday, April 21, 2024
33.1 C
Odisha

    ମ୍ୟାଚ୍ ଫିକ୍ସିଂ’ ମନ୍ତବ୍ୟ ନେଇ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ବିରୋଧରେ କଡା କାର୍ଯ୍ୟାନୁଷ୍ଠାନ ଦାବି କଲା ବିଜେପି

    ଆଗକୁ ପଢନ୍ତୁ

    ମ୍ୟାଚ୍ ଫିକ୍ସିଂ’ ବୟାନକୁ ନେଇ ଅଡୁଆରେ ପଡିପାରନ୍ତି କଂଗ୍ରେସ ନେତା ରାହୁଲ ଗାନ୍ଧୀ । ରାହୁଲଙ୍କ ଏପରି ବୟାନକୁ ନେଇ ବିଜେପି ନିର୍ବାଚନ ଆୟୋଗଙ୍କ ପାଖରେ ଅଭିଯୋଗ କରିଛି । ରାହୁଲଙ୍କ ଏଭଳି ଟିପ୍ପଣୀ ବିରୋଧରେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ନିଆଯାଉ ବୋଲି ବିଜେପି ଦାବି କରିଛି । କେନ୍ଦ୍ର ମନ୍ତ୍ରୀ ହରଦୀପ ସିଂହ ପୁରୀ ଓ ଦଳର ରାଷ୍ଟ୍ରୀୟ ସାଧାରଣ ସମ୍ପାଦକ ଅରୁଣ ସିଂହଙ୍କ ନେତୃତ୍ୱରେ ବିଜେପିର ଏକ ପ୍ରତିନିଧୀ ଦଳ ନିର୍ବାଚନ କମିଶନ ଅଧିକାରୀମାନଙ୍କୁ ଭେଟି ରାହୁଲ ଗାନ୍ଧୀଙ୍କ ବିରୋଧରେ ଅଭିଯୋଗ କରିଥିଲେ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    33.1 ° C
    33.1 °
    33.1 °
    32 %
    0.8kmh
    100 %
    Sun
    34 °
    Mon
    40 °
    Tue
    41 °
    Wed
    40 °
    Thu
    43 °

    ସମ୍ବନ୍ଧିତ