Wednesday, March 19, 2025
24 C
Odisha

    ଯାଜପୁରରେ ବୀଭତ୍ସ ହତ୍ୟା, ଷ୍ଟୁଡିଓ ଭିତରୁ ମାଲିକଙ୍କ କ୍ଷତାକ୍ତ ମୃତଦେହ ଉଦ୍ଧାର

    ଆଗକୁ ପଢନ୍ତୁ

    ଯାଜପୁର : ଷ୍ଟୁଡ଼ିଓ ମାଲିକଙ୍କୁ ବିଭତ୍ସ ଭାବେ ହାଣି ହତ୍ୟା । ଯାଜପୁର ରୋଡ ଥାନା ସୋବରାରେ ଏହି ବିଭତ୍ସ୍ୟ ହତ୍ୟାକାଣ୍ଡ ଘଟିଥିବା ଜଣାପଡ଼ିଛି । ପୋଲିସ ଘଟଣାସ୍ଥଳରେ ପହଞ୍ଚି କ୍ଷତାକ୍ତ ମୃତଦେହକୁ ଉଦ୍ଧାର କରିଛି । ପୂର୍ବ ଶତ୍ରୁତାରୁ ଗତକାଲି ବିଳମ୍ବିତ ରାତିରେ ହତ୍ୟା କରାଯାଇଛି ବୋଲି ପରିବାର ଲୋକେ ଅଭିଯୋଗ କରିଛନ୍ତି । ଯାଜପୁର ରୋଡ ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    scattered clouds
    24 ° C
    24 °
    24 °
    37 %
    1.2kmh
    49 %
    Wed
    39 °
    Thu
    40 °
    Fri
    39 °
    Sat
    30 °
    Sun
    32 °

    ସମ୍ବନ୍ଧିତ