Sunday, March 8, 2026
28.4 C
Odisha

    ଯୁବକ ଯୁବତୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର: ଆତ୍ମହତ୍ୟା ସନ୍ଦେହ

    ଆଗକୁ ପଢନ୍ତୁ

    ନବରଙ୍ଗପୁର : ଯୁବକ ଯୁବତୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର। ନବରଙ୍ଗପୁର ଜିଲ୍ଲା ଝରିଗାଁ ଅଞ୍ଚଳରେ ଅଭାବନୀୟ ଘଟଣା ଘଟିଛି। ସିଉଲାଗୁଡା ଗାଁରୁ ଝୁଲନ୍ତା ଅବସ୍ଥାରେ ଯୁବକ ଯୁବତୀଙ୍କ ମୃତଦେହ ଉଦ୍ଧାର ହୋଇଛି। ଉଭୟ ଆତ୍ମହତ୍ୟା କରିଥିବା ଅନୁମାନ କରାଯାଉଛି। ଘଟଣାସ୍ଥଳରେ ପୁଲିସ୍ ପହଞ୍ଚି ଅଧିକ ତଦନ୍ତ ଜାରି ରଖିଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    28.4 ° C
    28.4 °
    28.4 °
    52 %
    3.1kmh
    89 %
    Sun
    29 °
    Mon
    37 °
    Tue
    38 °
    Wed
    39 °
    Thu
    40 °

    ସମ୍ବନ୍ଧିତ