ରାଜ୍ୟରେ ଆଜି ୮୨୧୬ କରୋନା ଆକ୍ରାନ୍ତ ଚିହ୍ନଟ

ରାଜ୍ୟରେ ଆଜି ୮୨୧୬ କରୋନା ଆକ୍ରାନ୍ତ ଚିହ୍ନଟ
ରାଜ୍ୟରେ ଆଜି ୮୨୧୬ କରୋନା ଆକ୍ରାନ୍ତ ଚିହ୍ନଟ

ଗତ ୨୪ ଘଣ୍ଟା ମଧ୍ୟରେ ରେକର୍ଡ ସଂଖ୍ୟକ ୮୨୧୬ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୪୭୯୭୫୨ରେ ପହଞ୍ଚିଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୬୮୪ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୩୫୩୨ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।ଅନୁଗୋଳରୁ ୩୯୪ ଜଣ ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ, ବାଲେଶ୍ୱରରୁ ୩୦୨, ବରଗଡରୁ ୩୭୫, ଭଦ୍ରକରୁ ୬୩, ବଲାଙ୍ଗୀରରୁ ୩୦୫, ବୌଦ୍ଧରୁ ୯୮, କଟକରୁ ୪୪୭, ଦେବଗଡରୁ ୯୮, ଢେଙ୍କାନାଳରୁ ୪୭, ଗଜପତିରୁ ୧୨୧, ଗଞ୍ଜାମରୁ ୬୯, ଜଗତସିଂପୁରରୁ ୧୦୬, ଯାଜପୁରରୁ ୩୪୭, ଝାରସୁଗୁଡାରୁ ୩୧୬, କଳାହାଣ୍ଡିରୁ ୨୩୮, କନ୍ଧମାଳରୁ ୭୭, କେନ୍ଦ୍ରାପଡାରୁ ୮୭, କେନ୍ଦୁଝରରୁ ୧୨୯, ଖୋର୍ଧାରୁ ୧୨୭୧, କୋରାପୁଟରୁ ୧୩୩, ମାଲକାନଗିରିରୁ ୩୨, ମୟୂରଭ଼ଞ୍ଜରୁ ୧୯୦, ନବରଙ୍ଗପୁରରୁ ୩୧୯, ନୟାଗଡରୁ ୨୫୦, ନୂଆପଡାରୁ ୨୬୧, ପୁରୀରୁ ୪୦୨, ରାୟଗଡାରୁ ୨୩୨, ସମ୍ବଲପୁରରୁ ୩୮୫, ସୋନପୁରରୁ ୨୪୮, ସୁନ୍ଦରଗଡରୁ ୬୩୬ ଜଣ ଆକ୍ରାନ୍ତ ରହିଛନ୍ତି ।