ରାଜ୍ୟରେ କରୋନାରେ ଗଲା ଆଉ ୭ ଜୀବନ

ରାଜ୍ୟରେ କରୋନାରେ ଗଲା ଆଉ ୭ ଜୀବନ
ରାଜ୍ୟରେ କରୋନାରେ ଗଲା ଆଉ ୭ ଜୀବନ

ଭୁବନେଶ୍ୱର: ରାଜ୍ୟରେ ସଂକ୍ରମଣ ହାର ଆଜି ରେକର୍ଡ କରିଥିବା ବେଳେ ମୃତ୍ୟୁ ସଂଖ୍ୟା ମଧ୍ୟ ୭କୁ ବୃଦ୍ଧି ପାଇଛି। ଏଥିସହିତ ରାଜ୍ୟରେ ବର୍ତ୍ତମାନ କରୋନା ମୃତ୍ୟୁ ସଂଖ୍ୟା ୧୯୬୫କୁ ବୃଦ୍ଧି ପାଇଛି।

ସୂଚନା ଅନୁସାରେ ଗତ ୨୪ ଘଣ୍ଟାରେ କରୋନାରେ ପ୍ରାଣ ହରାଇଥିବା ୭ ଜଣଙ୍କ ମଧ୍ୟରେ ଗଞ୍ଜାମ ଓ ରାୟଗଡ଼ାରୁ ୨ ଜଣ ଲେଖାଏଁ ଏବଂ କଳାହାଣ୍ଡି, କନ୍ଧମାଳ ଓ ଖୋର୍ଦ୍ଧାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ରହିଛନ୍ତି।