ରାଜ୍ୟରେ ସୁସ୍ଥ ହେଲେ ଆଉ ୧୧୦୯୫ କରୋନା ଆକ୍ରାନ୍ତ

ରାଜ୍ୟରେ ସୁସ୍ଥ ହେଲେ ଆଉ ୧୧୦୯୫ କରୋନା ଆକ୍ରାନ୍ତ
ରାଜ୍ୟରେ ସୁସ୍ଥ ହେଲେ ଆଉ ୧୧୦୯୫ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ରାଜ୍ୟରେ ସୁସ୍ଥ ହେଲେ ଆଉ ୧୧,୦୯୫ କରୋନା ଆକ୍ରାନ୍ତ । ଏହାକୁ ମିଶାଇ ଓଡିଶାରେ ଏ ଯାଏଁ ମୋଟ ୬ ଲକ୍ଷ ୯୨ ହଜାର ୨୭ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି । ଏ ନେଇ ଟ୍ବିଟ୍‌ କରି ସୂଚନା ଦେଇଛି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ । ଆଜି ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ସର୍ବାଧିକ ୧୮୫୯ଜଣ ରହିଛନ୍ତି ।