Saturday, October 25, 2025
21.7 C
Odisha

    ରଥଯାତ୍ରାରେ ବନ୍ଦ ରହିବ ବ୍ୟାଙ୍କ; କୋର୍ଟ

    ଆଗକୁ ପଢନ୍ତୁ

    ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ପାଇଁ ଆସନ୍ତା ୮ ତାରିଖ (ସୋମବାର) ଦିନ ଓଡ଼ିଶା ସରକାରଙ୍କ ସମସ୍ତ କାର୍ଯ୍ୟାଳୟ ବନ୍ଦ ରହିବ। ରାଜ୍ୟ ସରକାରଙ୍କ ରାଜସ୍ବ ଓ ମାଜିଷ୍ଟ୍ରେଟ୍‌ଙ୍କ କୋର୍ଟ ମଧ୍ୟ ବନ୍ଦ ରହିବ। ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ବୁଧବାର ଏନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। ବିଭାଗ ପକ୍ଷରୁ କୁହାଯାଇଛି ଯେ, ରଥଯାତ୍ରା ପାଇଁ ଆସନ୍ତା ସୋମବାର ଦିନ ରାଜ୍ୟର ସମସ୍ତ ବ୍ୟାଙ୍କ ଓ ବ୍ୟାଙ୍କିଙ୍ଗ୍‌ ପ୍ରତିଷ୍ଠାନ ଛୁଟି ରହିବ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    21.7 ° C
    21.7 °
    21.7 °
    89 %
    1.2kmh
    9 %
    Sat
    29 °
    Sun
    29 °
    Mon
    29 °
    Tue
    29 °
    Wed
    25 °

    ସମ୍ବନ୍ଧିତ