Monday, July 7, 2025
24.4 C
Odisha

    ରନ୍‌ୱେରୁ ଖସିଗଲା ମିଆଁମାର ସେନା ବିମାନ; ୨ ଜଣ ଆହତ

    ଆଗକୁ ପଢନ୍ତୁ

    ଅଜ‌ୌଲ: ମିଜୋରାମର ଲେଙ୍ଗପୁଇ ବିମାନବନ୍ଦରରେ ଟର୍ମିନାଲରେ ପହଞ୍ଚିବା ପୂର୍ବରୁ ମିଆଁମାରର ଏକ ସାମରିକ ବିମାନ ରନୱେରୁ ଖସିଯିବା ପରେ ଭୟଙ୍କର ଦୁର୍ଘଟଣାର ସମ୍ମୁଖୀନ ହୋଇଛି। ଏହି ଦୁର୍ଘଟଣାରେ ଅତି କମରେ ଦୁଇ ଜଣ ଆହତ ହୋଇଛନ୍ତି। ଆଜି ସକାଳ ପ୍ରାୟ ୧୦.୧୯ ସମୟରେ ଏହି ଘଟଣା ଘଟିଛି।ସୂଚନାନୁସାରେ, ମିଆଁମାର ସେନା ଏବଂ ନାଗରିକ ସେନା ମଧ୍ୟରେ ସଂଘର୍ଷ ହେତୁ ଲଙ୍ଗଟଲାଇ ଜିଲ୍ଲାରୁ ପଳାୟନ କରିଥିବା ମିଆଁମାର ସୈନିକମାନଙ୍କୁ ଏହି ବିମାନରେ ଅଣା ଯାଉଥିଲା। ମିଜୋରାମର ଲେଙ୍ଗପୁଇ ବିମାନବନ୍ଦରରେ ଅବତରଣ କରିବା ପରେ ବିମାନଟି ରନୱେରୁ ଖସିଗଲା। ଫଳରେ ଏପରି ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    24.4 ° C
    24.4 °
    24.4 °
    86 %
    2.2kmh
    100 %
    Sun
    24 °
    Mon
    27 °
    Tue
    24 °
    Wed
    27 °
    Thu
    25 °

    ସମ୍ବନ୍ଧିତ