Saturday, January 24, 2026
29 C
Odisha

    ରାଉରକେଲା ଟ୍ରାଫିକ ଗେଟ ଛକ ନିକଟରେ ଗୁଳିମାଡ଼, ଜଣେ ଗୁରୁତର

    ଆଗକୁ ପଢନ୍ତୁ

    ରାଉରକେଲା ଟ୍ରାଫିକ ଗେଟ ଛକ ନିକଟରେ ଗୁଳିମାଡ଼। ଗୁଳିମାଡ଼ରେ ଜଣେ ଯୁବକ ଗୁରୁତର ହୋଇଛନ୍ତି। ଗୁରୁତର ଯୁବକ ହେଲେ ଅଭେସ ରାୟ। ତାଙ୍କୁ ରାଉରକେଲା ସରକାରୀ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଅଭେସଙ୍କ ଉପରକୁ ଦୁଇ ରାଉଣ୍ଡ ଗୁଳିମାଡ଼ ହୋଇଥିବା ସୂଚନା ମିଳିଛି। ଖବର ପାଇ ଘଟଣା ସ୍ଥଳରେ ପୁଲିସ ପହଞ୍ଚି ଦୁଇଟି ଖୋଖା ଜବତ କରିଛି। ତେବେ ଅଭେସଙ୍କ ଉପରକୁ କିଏ ଓ କାହିଁକି ଗୁଳିମାଡ କରିଛି ତାହା ଜଣାପଡିନାହିଁ । ଗୋଟିଏ ଗୁଳି ଛାତିରେ ବାଜିଥିବା ସୂଚନା। ପୂର୍ବ ଶତୃତାକୁ କେନ୍ଦ୍ର କରି ଗୁଳିମାଡ଼ ହୋଇଥିବା ପରିବାର ଲୋକଙ୍କ ଅଭିଯୋଗ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    29 ° C
    29 °
    29 °
    17 %
    3.4kmh
    0 %
    Sat
    27 °
    Sun
    30 °
    Mon
    31 °
    Tue
    32 °
    Wed
    33 °

    ସମ୍ବନ୍ଧିତ