Friday, April 17, 2026
27.9 C
Odisha

    ରାଜଧାନୀରେ ହିଟ୍ ଆଣ୍ଡ ରନ୍ ମାମଲା, କାରକୁ ୨୦ମିଟର ଯାଏ ଘୋଷାଡ଼ି ନେଲା ହାଇୱା

    ଆଗକୁ ପଢନ୍ତୁ

    ଭୁବନେଶ୍ବର  :  ରାଜଧାନୀ ଭୁବନେଶ୍ୱରରେ ହିଟ୍ ଆଣ୍ଡ ରନ୍ ।  ପାୱାରହାଉସ ଛକ ଟ୍ରାଫିକ ପୋଷ୍ଟରେ ଛିଡ଼ା ହୋଇଥିବା କାରକୁ ଧକ୍କା ଦେଲା ହାଇୱା ।  ରେଡ୍ ସିଗନାଲ ଥିବାରୁ କାରଟି ଟ୍ରାଫିକ୍ ପୋଷ୍ଟରେ ଛିଡା ହୋଇଥିବା ବେଳେ, ଅଚାଚନକ ଆସି ଧକ୍କା ଦେବା ସହ କାରକୁ ୨୦ମିଟର ଯାଏ ଘୋଷାଡ଼ି ନେଇଥିଲା ।

    ଦୁର୍ଘଟଣାରେ କାରଟି ଭାଙ୍ଗି ରୁଜି ଯାଇଛି, ତେବେ ସୌଭାଗ୍ୟ ବଶତଃ କାର ମାଲିକ ତଥା ଚାଳକଙ୍କ କୌଣସି କ୍ଷତି ହୋଇନି ।  ସେପଟେ ରାତିସାରା ଅନିଦ୍ରା ହୋଇ ଗାଡି ଚଳାଉଥିବାରୁ ଜାଣିପାରିନଥିବା କହିଛନ୍ତି ହାଇୱା ଡ୍ରାଇଭର । ଘଟଣାସ୍ଥଳରେ ପୋଲିସ ପହଞ୍ଚି ଦୁର୍ଘଟଣାଗ୍ରସ୍ତ ଗାଡ଼ି ଜବତ କରିବା ସହ ହାଇୱା ଡ୍ରାଇଭରକୁ ଅଟକ ରଖି ପଚରାଉଚରା କରୁଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    27.9 ° C
    27.9 °
    27.9 °
    46 %
    0.7kmh
    0 %
    Fri
    42 °
    Sat
    43 °
    Sun
    43 °
    Mon
    44 °
    Tue
    43 °

    ସମ୍ବନ୍ଧିତ