Wednesday, March 11, 2026
21.6 C
Odisha

    ରାଜୀବ ରଞ୍ଜନଙ୍କ ପରଲୋକ

    ଆଗକୁ ପଢନ୍ତୁ

    ନୂଆଦିଲ୍ଲୀ : ରାଜନୈତିକ କ୍ଷେତ୍ରରୁ ଆସିଛି ଏକ ବହୁତ ବଡ ଦୁଃଖଦ ଖବର । ଜେଡିୟୁ ରାଷ୍ଟ୍ରୀୟ ମୁୁୁଖପାତ୍ର ରାଜୀବ ରଞ୍ଜନଙ୍କ ପରଲୋକ ଘଟିଛି । ପୂର୍ବତନ ବିଧାୟକ ରାଜୀବଙ୍କ ବିୟୋଗରେ ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାରଙ୍କ ସମେତ ରାଜନୀତି ସହ ଜଡ଼ିତ ବହୁ ବିଶିଷ୍ଟ ବ୍ୟକ୍ତିବିଶେଷ ଶୋକ ବ୍ୟକ୍ତ କରିଛନ୍ତି । ଶ୍ୱାସକ୍ରିୟା ଜନିତ ସମସ୍ୟା କାରଣରୁ ତାଙ୍କୁ ଦିଲ୍ଲୀର ଏକ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ଶେଷ ନିଃଶ୍ୱାସ ତ୍ୟାଗ କରିଥିଲେ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    21.6 ° C
    21.6 °
    21.6 °
    65 %
    1.2kmh
    0 %
    Wed
    37 °
    Thu
    37 °
    Fri
    39 °
    Sat
    40 °
    Sun
    38 °

    ସମ୍ବନ୍ଧିତ