Saturday, May 2, 2026
25.6 C
Odisha

    ରାଜ୍ୟରେ ଆଜି ବି ଜାରି ରହିବ କାଳବୈଶାଖୀ; ବିଜୁଳି, ଘଡ଼ଘଡ଼ି ସହ ବର୍ଷା

    ଆଗକୁ ପଢନ୍ତୁ

    ଭୁବନେଶ୍ୱର : ରାଜ୍ୟରେ ଆଜି ବି ଜାରି ରହିବ କାଳବୈଶାଖୀ ପ୍ରଭାବ । ଆଜି ଭୁବନେଶ୍ବର ଓ ଏହାର ଆଖପାଖ ଅଞ୍ଚଳରେ ପାଗ ଆଂଶିକ ମେଘୁଆ ରହିଛି। ବର୍ଷା ସମ୍ଭାବନା ବି ରହିଛି । ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିବା ସହ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହୋଇପାରେ । ଆସନ୍ତାକାଲି ବି କାଁ ଭାଁ କାଳବୈଶାଖୀ ବର୍ଷା ହେବ ।

    ସେପଟେ କାଲିଠୁ କମିବ କାଳବୈଶାଖୀ ପ୍ରଭାବ । ୧୨ରୁ ଗରମ, ଗୁଳୁଗୁଳି। ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ ଆସନ୍ତା ୧୨ରୁ ୧୪ ତାରିଖ ଯାଏଁ ଗରମ ଓ ଗୁଳୁଗୁଳିର ପ୍ରଭାବ ବହୁ ଅଧିକ ରହିବ । ୧୪ ଜିଲ୍ଲାରେ ଜନସାଧାରଣଙ୍କୁ ସତର୍କ ରହିବାକୁ ପରାମର୍ଶ ଦିଆଯିବା ସହ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଅନ୍ୟପଟେ ଏବେ ରାଜ୍ୟର ଦିନ ତାପମାତ୍ରା ବିଶେଷ ବଢିବ ନାହିଁ । ପରବର୍ତ୍ତୀ ସମରେ ତାପମାତ୍ରା ହଠାତ୍ ୪ରୁ ୬ ଡିଗ୍ରୀ ପର୍ଯ୍ୟନ୍ତ ବଢ଼ିବ। ଆଜି ଭୁବନେଶ୍ବର ଓ ଏହାର ଆଖପାଖ ଅଞ୍ଚଳରେ ପାଗ ଆଂଶିକ ମେଘୁଆ ରହିଛି । ବର୍ଷା ସମ୍ଭାବନା ବି ରହିଛି । ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିବା ସହ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହୋଇପାରେ। ଆସନ୍ତାକାଲି ବି କାଁ ଭାଁ କାଳବୈଶାଖୀ ବର୍ଷା ହେବ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    scattered clouds
    25.6 ° C
    25.6 °
    25.6 °
    53 %
    1.5kmh
    25 %
    Sat
    39 °
    Sun
    41 °
    Mon
    41 °
    Tue
    36 °
    Wed
    38 °

    ସମ୍ବନ୍ଧିତ