Friday, September 25, 2026
24.2 C
Odisha

    ରାଜ୍ୟରେ ଖୁବ୍‌ଶୀଘ୍ର ଲାଗୁ ହେବ ଆୟୁଷ୍ମାନ ଭାରତ ଯୋଜନା’

    ଆଗକୁ ପଢନ୍ତୁ

    ଖୁବ୍‌ଶୀଘ୍ର ରାଜ୍ୟରେ ଆୟୁଷ୍ମାନ ଭାରତ ଯୋଜନା ଲାଗୁ ହେବ। ଯୋଜନା କାର୍ଯ୍ୟକାରିତା ନେଇ ଭୁବନେଶ୍ବରରେ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଟିମ୍‌। ଆଲୋଚନା ହୋଇଥିବା ନେଇ ସ୍ବାସ୍ଥ୍ୟ ସଚିବ ସୂଚନା ଦେଇଛନ୍ତି। ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ଟିମ୍‌ ସହ କେନ୍ଦ୍ରୀୟ ଟିମ୍‌ର ଆଲୋଚନା ହୋଇଛି। ଏହି ଯୋଜନାକୁ କିଭଳି କାର୍ଯ୍ୟକାରୀ କରାଯିବ ସେ ନେଇ ଗୁରୁତ୍ୱପୂର୍ଣ୍ଣ ଆଲୋଚନା କରାଯାଇଛି। ନୂଆ ଆର୍ଥିକ ବର୍ଷ ପୂର୍ବରୁ ଏହି ଯୋଜନା କାର୍ଯକାରୀ ହେବା ନେଇ ଆଶାବାଦୀ ରହିଛୁ ବୋଲି ସଚିବ କହିଛନ୍ତି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    moderate rain
    24.2 ° C
    24.2 °
    24.2 °
    96 %
    5.3kmh
    100 %
    Thu
    24 °
    Fri
    28 °
    Sat
    31 °
    Sun
    30 °
    Mon
    30 °

    ସମ୍ବନ୍ଧିତ