Wednesday, May 20, 2026
30.3 C
Odisha

    ରାଜ୍ୟରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି

    ଆଗକୁ ପଢନ୍ତୁ

    ଭୁବନେଶ୍ୱର: ରାଜ୍ୟରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି। ଏହି ପର୍ଯ୍ୟାୟରେ ମେ’ ୨୫ ତାରିଖରେ ସମ୍ବଲପୁର, କେନ୍ଦୁଝର, ଢେଙ୍କାନାଳ, କଟକ, ଭୁବନେଶ୍ୱର  ଏବଂ ପୁରୀ  ଲୋକସଭା ଆସନ ଓ ଏଥିରେ ଅନ୍ତର୍ଭୁକ୍ତ  ଥିବା ୪୨ଟି ବିଧାନସଭା ଆସନରେ ନିର୍ବାଚନ ହେବ।ଏହି ସବୁ ଆସନ ପାଇଁ ଆଜିଠାରୁ ନାମାଙ୍କନପତ୍ର ଦାଖଲ ଆରମ୍ଭ ହେବ। ଏହା ମେ’୬ ତାରିଖ ପର୍ଯ୍ୟନ୍ତ ଚାଲିବ।ମେ’୭ରେ ନାମାଙ୍କନପତ୍ର ଯାଞ୍ଚ ହେବ। ମେ’୯ ସୁଦ୍ଧା ପ୍ରାର୍ଥିପତ୍ର ପ୍ରତ୍ୟାହାର ହୋଇପାରିବ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    few clouds
    30.3 ° C
    30.3 °
    30.3 °
    39 %
    1.4kmh
    20 %
    Tue
    30 °
    Wed
    45 °
    Thu
    45 °
    Fri
    45 °
    Sat
    45 °

    ସମ୍ବନ୍ଧିତ