Wednesday, September 16, 2026
23.9 C
Odisha

    ରାଜ୍ୟରେ ପୁଣି ବଢିବ ତାତି

    ଆଗକୁ ପଢନ୍ତୁ

    ରାଜ୍ୟରେ ପୁଣି ବଢିବ ତାତି। ୩ରୁ ୫ ଡିଗ୍ରୀ ବଢିବ ତାତି। ଯାହାକୁ ନେଇ ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର। ଆଗାମୀ ୩ଦିନ ରାଜ୍ୟରେ ବିଭିନ୍ନ ଜାଗାରେ ବର୍ଷା ଜାରି ରହିିବ। ୧୫ ଏବଂ ୧୬ ତାରିଖ ଉପକୂଳ ଓଡ଼ିଶା, ଦକ୍ଷିଣ ଆଭ୍ୟନ୍ତରୀଣ କିଛି ଜିଲ୍ଲା ମୟୂରଭଞ୍ଜ, କେନ୍ଦୁଝର, ଢେଙ୍କାନାଳରେ ବିଜୁଳି ଘଡଘଡି ଜନିତ ବର୍ଷା ହେବାର ସମ୍ଭାବନା ରହିଛି। ଏହା ସହ ରାଜ୍ୟକୁ ପୁଣି ଫେରିବ ଗ୍ରୀଷ୍ମପ୍ରବାହ। ୧୮ ଏବଂ ୧୯ ତାରିଖରେ କିଛି ସ୍ଥାନରେ ଯେପରିକି ଆଭ୍ୟନ୍ତରୀଣ ଓଡ଼ିଶାର କିଛି ସ୍ଥାନରେ ଗ୍ରୀଷ୍ମପ୍ରବାହ ଦେଖିବାକୁ ମିଳିବ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    scattered clouds
    23.9 ° C
    23.9 °
    23.9 °
    86 %
    1.1kmh
    31 %
    Wed
    31 °
    Thu
    31 °
    Fri
    30 °
    Sat
    31 °
    Sun
    30 °

    ସମ୍ବନ୍ଧିତ