Monday, September 14, 2026
23.8 C
Odisha

    ରାଜ୍ୟରେ ପ୍ରତିଷ୍ଠା ହେବନି ହାଇକୋର୍ଟ ବେଞ୍ଚ: ମୁଖ୍ୟମନ୍ତ୍ରୀ

    ଆଗକୁ ପଢନ୍ତୁ

    ରାଜ୍ୟରେ ହେବନି ହାଇକୋର୍ଟ ବେଞ୍ଚ। ଏ ନେଇ ଆଜି ଗୃହରେ ଲିଖିତ ଉତ୍ତର ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ବିଜେଡି ବିଧାୟକ କଳିକେଶ ନାରାୟଣ ସିଂହଦେଓଙ୍କ ଲିଖିତ ପ୍ରଶ୍ନରେ ଏହି ଉତ୍ତର ଦେଇଛନ୍ତି ମୁଖ୍ୟମନ୍ତ୍ରୀ। ସୁପ୍ରିମକୋର୍ଟଙ୍କ ରାୟ ଅନୁସାରେ ଓଡିଶାର କୌଣସି ସ୍ଥାନରେ ବେଞ୍ଚ ପ୍ରତିଷ୍ଠା ହେବାର କୌଣସି ଯଥାର୍ଥତା ନାହିଁ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    broken clouds
    23.8 ° C
    23.8 °
    23.8 °
    92 %
    1kmh
    83 %
    Mon
    31 °
    Tue
    31 °
    Wed
    31 °
    Thu
    31 °
    Fri
    31 °

    ସମ୍ବନ୍ଧିତ