Saturday, May 30, 2026
40.9 C
Odisha

    ରାଜ୍ୟରେ ପ୍ରତିଷ୍ଠା ହେବ ୯ଟି ନୂଆ ମେଡିକାଲ କଲେଜ : ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର : ରାଜ୍ୟରେ ଖୋଲିବ ନୂଆ ମେଡିକାଲ କଲେଜ। ଏନେଇ ସୂଚନା ଜାରି କଲେ ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ। ସେ କହିଛନ୍ତି ଯେ, ଜଗତସିଂହପୁର, ଭଦ୍ରକ, ଢେଙ୍କାନାଳ, ନବରଙ୍ଗପୁରରେ ଏମବିବିଏସ କଲେଜ ହେବ।

    ସେ ଆହୁରି କହିଛନ୍ତି ଯେ, ବୁର୍ଲା, ବ୍ରହ୍ମପୁର, କେନ୍ଦୁଝର, ବଲାଙ୍ଗିରରେ ୪ଟି ଡେଣ୍ଟାଲ୍ କଲେଜ୍ ହେବ। ମୟୂରଭଞ୍ଜରେ ଗୋଟିଏ ଆୟୁର୍ବେଦ କଲେଜ କରାଯିବ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    few clouds
    40.9 ° C
    40.9 °
    40.9 °
    24 %
    3.3kmh
    24 %
    Sat
    36 °
    Sun
    40 °
    Mon
    40 °
    Tue
    40 °
    Wed
    43 °

    ସମ୍ବନ୍ଧିତ