Wednesday, October 23, 2024
21.7 C
Odisha

    ରାଜ୍ୟରେ ବନ୍ଦ ହେବ BSKY ଯୋଜନା: ମନମୋହନ ସାମଲ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର:ରାଜ୍ୟରେ ବନ୍ଦ ହେବ ବିଏସକେୱାଇ ଯୋଜନା। ରାଜ୍ୟରେ BSKY ଯୋଜନା ବନ୍ଦ କରାଯାଇ ଆୟୁଷ୍ମାନ ଯୋଜନା ଲାଗୁ କରାଯିବ। ଏହା କହିଛନ୍ତି ଓଡ଼ିଶା ବିଜେପି ସଭାପତି ମନମୋହନ ସାମଲ । ମନମୋହନ ସାମଲ କହିଛନ୍ତି BSKYରେ ଭଲ ସୁବିଧା ମିଳୁନଥିଲା । ଆୟୁଷ୍ମାନ ଯୋଜନା ଲାଗୁ ହେଲେ ରାଜ୍ୟବାସୀଙ୍କୁ ଉନ୍ନତମାନର ସ୍ୱାସ୍ଥ୍ୟ ସେବା ମିଳିବ । ଏହାସହ ନିର୍ବାଚନ ପୂର୍ବରୁ ବିଜେପି ଯାହା ପ୍ରତିଶୃତି ଦେଇଥିଲା ତାହା ସବୁ କାର୍ଯ୍ୟକାରୀ କରାଯିବ । ଲୋକେ ନିର୍ବାଚନ ଲଢୁଥିଲେ । ରାଜ୍ୟରେ ଲୋକଙ୍କ ସରକାର ହେବ। ୬ ତାରିଖ ଦିନ ନେତା ଚୟନ ପାଇଁ ଯେଉଁ ଦିନ ଧାର୍ଯ୍ୟ ହୋଇଥିଲା, ତାହା ଟିକେ ବିଳମ୍ବ ହେଇପାରେ। ସଂସଦୀୟ ବୋର୍ଡ ଯାହା ନିଷ୍ପତ୍ତି ନେବେ, ତାହା ଫାଇନାଲ ହେବ । ୧୦ ତାରିଖରେ ଜଣେ ଓଡ଼ିଆ ପୁଅ ରାଜ୍ୟର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ବୋଲି ମନମୋହନ କହିଛନ୍ତି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    21.7 ° C
    21.7 °
    21.7 °
    69 %
    1.8kmh
    100 %
    Wed
    22 °
    Thu
    25 °
    Fri
    26 °
    Sat
    25 °
    Sun
    22 °

    ସମ୍ବନ୍ଧିତ