Thursday, September 18, 2025
23.3 C
Odisha

    ରାଜ୍ୟର ୨୪ଟି ଜିଲ୍ଲାକୁ ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀବାୟୁ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର: ଦକ୍ଷିଣ-ପଶ୍ଚିମ ମୌସୁମୀବାୟୁ ରାଜ୍ୟର ୨୪ଟି ଜିଲ୍ଲାକୁ ଛୁଇଁଛି । ଏହାର ପ୍ରଭାବରେ ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି । ଭୁବନେଶ୍ୱର ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ଅନୁସାରେ, ପୂର୍ବରୁ ମୌସୁମୀବାୟୁ କୋରାପୁଟ ଓ ମାଲକାନଗିରିରେ ସକ୍ରିୟ ରହିଥିଲା । ତେବେ ପାଗ ଅନୁକୂଳ ନ ଥିବାରୁ ମୌସୁମୀ ବିଳମ୍ବରେ ଅଗ୍ରସର ହୋଇଛି । ଅନ୍ୟପକ୍ଷରେ ମୌସୁମୀବାୟୁ ଅବଶିଷ୍ଟ ୬ଟି ଜିଲ୍ଲା ଝାରସୁଗୁଡ଼ା, ସମ୍ବଲପୁର, କେନ୍ଦୁଝର, ବାଲେଶ୍ୱର, ସୁନ୍ଦରଗଡ଼ ଓ ମୟୂରଭଞ୍ଜରେ ଖୁବ୍‍ ଶୀଘ୍ର ସକ୍ରିୟ ହେବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    23.3 ° C
    23.3 °
    23.3 °
    96 %
    1.2kmh
    95 %
    Thu
    31 °
    Fri
    31 °
    Sat
    32 °
    Sun
    31 °
    Mon
    31 °

    ସମ୍ବନ୍ଧିତ