Thursday, March 19, 2026
20.8 C
Odisha

    ଶିଶୁକନ୍ୟାକୁ ଦୁଷ୍କର୍ମ ମାମଲା, ଅଭିଯୁକ୍ତକୁ ୧୦ ବର୍ଷ ଜେଲ୍‌

    ଆଗକୁ ପଢନ୍ତୁ

    କେନ୍ଦ୍ରାପଡା ଜିଲ୍ଲା ରାଜକନିକା ଥାନା ଅଞ୍ଚଳର ବହୁଚର୍ଚ୍ଚିତ ୩ ବର୍ଷ ବୟସର ଶିଶୁ କନ୍ୟାକୁ ଦୁଷ୍କର୍ମ ମାମଲାରେ ଫାଷ୍ଟ୍ରାକ୍ ପୋକ୍ସୋ କୋର୍ଟର ବିଚାରପତି ତ୍ରିବିକ୍ରମ କେଶରୀ ଚିନ୍ନରା ମାମଲାର ଶୁଣାଣି କରି ସମସ୍ତ ସାକ୍ଷ୍ୟପ୍ରମାଣ ଆଧାରରେ ଅଭିଯୁକ୍ତକୁ ଦୋଷୀ ସାବ୍ୟସ୍ତ କରିଛନ୍ତି । ଦୋଷୀକୁ ୧୦ ବର୍ଷ ଜେଲ୍ ଦଣ୍ଡ ଓ ଜୋରିମାନା ଦାଖଲ ନକଲେ ଅତିରିକ୍ତ ୧ ବର୍ଷ ଜେଲ୍ ଭୋଗିବାକୁ ପଡିବ ବୋଲି ରାୟରେ ପ୍ରକାଶ କରିଛନ୍ତି । ଏଥିସହ ପୀଡିତାଙ୍କୁ ଅନୁକମ୍ପାମୁଳକ ସହାୟତା ରାଶି ବାବଦକୁ ୫ ଲକ୍ଷ ଟଙ୍କା ପ୍ରଦାନ ପାଇଁ ଆଇନ୍ ସେବା ପ୍ରାଧିକରଣକୁ କୋର୍ଟ ଆଦେଶ ପ୍ରଦାନ କରିଛନ୍ତି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    20.8 ° C
    20.8 °
    20.8 °
    69 %
    1.5kmh
    100 %
    Thu
    32 °
    Fri
    34 °
    Sat
    34 °
    Sun
    35 °
    Mon
    36 °

    ସମ୍ବନ୍ଧିତ