Sunday, December 7, 2025
17.4 C
Odisha

    ଶେଷ ହେଲା କାର୍ତ୍ତିକ ମାସର ମହାପର୍ବ ବଡ ଓଷା, ଧବଳେଶ୍ଵରଙ୍କ ନିକଟରେ ଲାଗି ହେଲା ଗଜ ଭୋଗ ଓ ତରଣ

    ଆଗକୁ ପଢନ୍ତୁ

    କଟକ  : ବାବା ଧବଳେଶ୍ଵରଙ୍କ ଗଜ ଭୋଗ ବିତରଣ । ବାବା ଧବଳେଶ୍ଵରଙ୍କ ନିକଟରେ ଲାଗି ହେଲା ତାଙ୍କର ପ୍ରିୟ ଭୋଗ ଗଜ ଭୋଗ ଓ ତରଣ । ଗତକାଲି ମଧ୍ୟରାତ୍ରୀରେ ପହଡ଼ ଖୋଲାଯାଇ ସମସ୍ତ ନୀତିକାନ୍ତି ସମାପନ ପରେ ତ୍ରୟୋଦଶୀ ଓ ଚତୁଦର୍ଶର ସନ୍ଧିକ୍ଷଣରେ ବାବାଙ୍କ ନିକଟରେ ଗଜଭୋଗ ଲାଗି ହୋଇଛି । ସଂସାରର ମଙ୍ଗଳ କାମନା କରି ହରିବୋଲ ଦେବା ପରେ ଗଜଭୋଗ ବିତରଣ କରାଯାଇଥିଲା ।

    ପୀଠରେ ଉଜାଗର ରହିଥିବା ହଜାର ହଜାର ଶ୍ରଦ୍ଧାଳୁ ବଡ଼ଓଷା ପାଳନ କରିବା ସହିତ ଗଜଭୋଗ ଓ ତରଣ ପାଇ ବଡ଼ଓଷା ବ୍ରତ ସମାପନ କରିଥିଲେ । ହଜାର ହଜାର ଭକ୍ତ ରାତ୍ରୀରେ ମହାନଦୀରେ ବୁଡ ପକାଇଥିବା ବେଳେ ସୁରକ୍ଷା ଲାଗି ନଦୀକୂଳ ଘାଟରେ ପୋଲିସ, ଅଗ୍ନିଶମବିଭାଗ, ଓଡ୍ରାଫ ଟିମ ମୁତାୟନ ହୋଇଥିଲେ । ପୀଠରେ କଟକ ଗ୍ରାମାଞ୍ଚଳ ଏସପି ଓ ଆଠଗଡ଼ ଉପଜିଲ୍ଲାପାଳ ନିଜେ ରହି ତଦାରଖ କରିଥିଲେ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    few clouds
    17.4 ° C
    17.4 °
    17.4 °
    46 %
    1kmh
    17 %
    Sun
    17 °
    Mon
    26 °
    Tue
    26 °
    Wed
    26 °
    Thu
    26 °

    ସମ୍ବନ୍ଧିତ