Tuesday, December 9, 2025
14.3 C
Odisha

    ଶେଷ ହେଲା ରତ୍ନଭଣ୍ଡାର ସର୍ଭେକ୍ଷଣ; ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ସୂଚନା

    ଆଗକୁ ପଢନ୍ତୁ

    ପୁରୀ: ଶ୍ରୀମନ୍ଦିର ରତ୍ନଭଣ୍ଡାର ସର୍ଭେକ୍ଷଣ ଶେଷ ହୋଇଛି। ଏନେଇ ସୂଚନା ଦେଇଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ । ବୈଜ୍ଞାନିକ ଆନନ୍ଦ କିଶୋର ପାଣ୍ଡେଙ୍କ ନେତୃତ୍ୱରେ ସର୍ଭେ ଶେଷ ହୋଇଛି। ଯଦିଓ କାଲି ପାଇଁ ମଧ୍ୟ ସମୟ ଥିଲା, କିନ୍ତୁ ଆଜି ସର୍ଭେ ସରିଛି। NGRI ଶ୍ରେଷ୍ଠ ଜ୍ଞାନ କୌଶଳ ବ୍ୟବହାର କରି ସର୍ଭେ କରିଛି। NGRI ସର୍ଭେ ରିପୋର୍ଟ ଏଏସ୍‌ଆଇକୁ ହସ୍ତାନ୍ତର କରିବ। ଏଏସ୍‌ଆଇ ସର୍ଭେ ରିପୋର୍ଟ ରାଜ୍ୟ ସରକାରଙ୍କୁ ପ୍ରଦାନ କରିବ। ଟେକ୍ନିକାଲ ସର୍ଭେ ରିପୋର୍ଟ ଆସିବା ପରେ ପରାମର୍ଶ ଲୋଡ଼ାଯିବ। ସେବା ପୂଜା ସହ ଜଡ଼ିତ ସମସ୍ତଙ୍କର ପରାମର୍ଶ ଲୋଡ଼ାଯିବ। ରାଜ୍ୟ ସରକାର ପରବର୍ତ୍ତୀ ନିଷ୍ପତ୍ତି ନେବା ପରେ କାର୍ଯ୍ୟ ଆଗକୁ ବଢିବ ବୋଲି ମୁଖ୍ୟ ପ୍ରଶାସକ କହିଛନ୍ତି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    14.3 ° C
    14.3 °
    14.3 °
    39 %
    1.3kmh
    100 %
    Tue
    26 °
    Wed
    26 °
    Thu
    27 °
    Fri
    27 °
    Sat
    26 °

    ସମ୍ବନ୍ଧିତ