Saturday, October 18, 2025
24.2 C
Odisha

    ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ କଲେ ଓଡ଼ିଶାର ପୂର୍ବତନ ରାଜ୍ୟପାଳ ରଘୁବର ଦାସ

    ଆଗକୁ ପଢନ୍ତୁ

    ପୁରୀ : ପୁରୀ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ କଲେ ଓଡ଼ିଶାର ପୂର୍ବତନ ରାଜ୍ୟପାଳ ରଘୁବର ଦାସ। ସିଂହଦ୍ବାର ନିକଟରେ ପହଞ୍ଚିବା ପରେ ସେବାୟତଙ୍କ ପକ୍ଷରୁ ସ୍ବାଗତ କରାଯାଇଥିଲା। ସପରିବାର ଯାଇ ମହାପ୍ରଭୁଙ୍କ ଦର୍ଶନ କରିଛନ୍ତି । ପରେ ଲକ୍ଷ୍ମୀ ମନ୍ଦିର, ବିମଳା ମନ୍ଦିର ସହ ପାର୍ଶ୍ବ ଦେବଦେବୀଙ୍କୁ ଦର୍ଶନ କରିଛନ୍ତି। ମହାପ୍ରଭୁଙ୍କ ଦର୍ଶନ କରି ବେଶ୍ ଖୁସି ହୋଇଥିବା କହିଛନ୍ତି ରଘୁବର ଦାସ । କହିଛନ୍ତି, ମହାପ୍ରଭୁଙ୍କ ଇଚ୍ଛା ଯୋଗୁ ରାଜ୍ୟପାଳ ଦାୟିତ୍ବ ନେଇଥିଲି । ୨୦୩୬ ସୁଦ୍ଧା ପ୍ରଧାନମନ୍ତ୍ରୀଙ୍କ ଆହ୍ୱାନ କ୍ରମେ ବିକଶିତ ଓଡିଶା ଗଠନ ହେବ। ଆଗାମୀ ଭୂମିକା ନେଇ ଦଳ ନିଷ୍ପତ୍ତି ନେବ ବୋଲି କହିଛନ୍ତି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    broken clouds
    24.2 ° C
    24.2 °
    24.2 °
    78 %
    0.1kmh
    53 %
    Sat
    24 °
    Sun
    28 °
    Mon
    28 °
    Tue
    29 °
    Wed
    30 °

    ସମ୍ବନ୍ଧିତ