Tuesday, October 6, 2026
28.6 C
Odisha

    ଶ୍ରୀମନ୍ଦିର ବାହାରେ ୱାଚ ଟାୱାର ଲଗାଇବେ ସରକାର, ଡ୍ରୋନ ଉପରେ ରଖାଯିବ କଡା ନଜର

    ଆଗକୁ ପଢନ୍ତୁ

    ପୁରୀ : ଶ୍ରୀମନ୍ଦିର ବାହାରେ ୱାଚ ଟାୱାର ଲଗାଇବାକୁ ଚିନ୍ତା କରୁଛନ୍ତି ରାଜ୍ୟ ସରକାର । ଡ୍ରୋନ କେଉଁଠୁ ଆସୁଛି, ତାକୁ ଉଚ୍ଚତାରୁ ନିରୀକ୍ଷଣ କରାଯାଇ ପାରିବ । ସେହିପରି ଗର୍ଭଗୃହ ଫୋଟୋ ଭାଇରାଲ ହେବାର ତଦନ୍ତ କରୁଛି ପୋଲିସ । ଯିଏ ବି ଏହା କରିଛି, ତା ବିରୋଧରେ କାର୍ଯ୍ୟାନୁଷ୍ଠାନ ହେବ । ଶ୍ରୀମନ୍ଦିର ସୁରକ୍ଷା ପାଇଁ ସବୁ ବ୍ୟବସ୍ଥା କରାଯିବ । ଚାରି ଦୁଆରରେ ସିସିଟିଭି ଜରିଆରେ କଡା ଚେକିଂ ହେଉଛି ବୋଲି କହିଛନ୍ତି ଆଇନ ମନ୍ତ୍ରୀ ପୃଥ୍ଵୀରାଜ ହରିଚନ୍ଦନ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    light rain
    28.6 ° C
    28.6 °
    28.6 °
    75 %
    0.8kmh
    1 %
    Tue
    25 °
    Wed
    31 °
    Thu
    30 °
    Fri
    30 °
    Sat
    30 °

    ସମ୍ବନ୍ଧିତ