Saturday, February 8, 2025
30 C
Odisha

    ଶ୍ରୀମନ୍ଦିର ଭିତରେ ସେବାୟତଙ୍କର ହୃଦଘାତରେ ମୃତ୍ୟୁ

    ଆଗକୁ ପଢନ୍ତୁ

    ଶ୍ରୀମନ୍ଦିର ଭିତରେ ସେବାୟତଙ୍କର ହୃଦଘାତରେ ମୃତ୍ୟୁ ଘଟିଛି । ଗୁରୁତର ଅବସ୍ଥାରେ ସେବାୟତଙ୍କୁ ପୁରୀ ମେଡିକାଲରେ ଭର୍ତ୍ତି କରାଯାଇଥିଲା । ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଶ୍ରୀମନ୍ଦିର ଭିତରେ ସେ ଠାକୁରଙ୍କ ସେବା କରୁଥିଲେ। ତାଙ୍କୁ ଚିକିତ୍ସା ଲାଗି ନିଆଯାଇଥିଲା। ହୃଦଘାତରେ ତାଙ୍କର ମୃତ୍ୟୁ ଘଟିଥିବା ଡାକ୍ତର କହିଛନ୍ତି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    30 ° C
    30 °
    30 °
    17 %
    2.8kmh
    2 %
    Sat
    32 °
    Sun
    33 °
    Mon
    34 °
    Tue
    36 °
    Wed
    37 °

    ସମ୍ବନ୍ଧିତ