Thursday, September 24, 2026
24.7 C
Odisha

    ଶ୍ରୀମନ୍ଦିର ମହାପ୍ରସାଦକୁ ନେଇ ବଡ ଘୋଷଣା

    ଆଗକୁ ପଢନ୍ତୁ

    ଆଇନ ମନ୍ତ୍ରୀ ପୃଥୀରାଜ ହରିଚନ୍ଦନଙ୍କ ବଡ଼ ଘୋଷଣା। ମାଗଣା ମିଳିବ ମହାପ୍ରସାଦ କୁଡୁଆ। ଶ୍ରୀମନ୍ଦିରରେ ଭକ୍ତଙ୍କୁ ମାଗଣା ମହାପ୍ରସାଦ କୁଡୁଆ ଯୋଗାଇବାକୁ ଯୋଜନା ଚାଲିଛି ବୋଲି କହିଲେ ଆଇନ ମନ୍ତ୍ରୀ। ମନ୍ତ୍ରୀ କହିଛନ୍ତି, ଦର୍ଶନ ପାଇଁ ଆସୁଥିବା ଭକ୍ତଙ୍କୁ ମହାପ୍ରସାଦ କୁଡୁଆ ଦେବାକୁ ଯୋଜନା କରାଯାଉଛି। ଏ ବାବଦରେ ବର୍ଷକୁ ୧୪ରୁ ୧୫ କୋଟି ଟଙ୍କା ଖର୍ଚ୍ଚ ହେବ। ସରକାରଙ୍କୁ ବର୍ଡନ ନ କରି ବଦାନ୍ୟ ବ୍ୟକ୍ତିଙ୍କ ସହଯୋଗ ନିଆଯିବ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    moderate rain
    24.7 ° C
    24.7 °
    24.7 °
    95 %
    2kmh
    100 %
    Thu
    25 °
    Fri
    28 °
    Sat
    31 °
    Sun
    28 °
    Mon
    30 °

    ସମ୍ବନ୍ଧିତ