Monday, March 9, 2026
31.7 C
Odisha

    ଷ୍ଟାଚ୍ୟୁ ଅଫ୍ ୟୁନିଟି ଡିଜାଇନର ମୂର୍ତ୍ତକାର ରାମ ସୂତାରଙ୍କ ପରଲୋକ, ୧୦୦ ବର୍ଷ ବୟସରେ ତ୍ୟାଗ କଲେ ଶେଷ ନିଶ୍ବାସ

    ଆଗକୁ ପଢନ୍ତୁ

    ନୋଏଡ଼ା : ବିଶ୍ୱର ସବୁଠାରୁ ଉଚ୍ଚ ପ୍ରତିମୂର୍ତ୍ତି, ଷ୍ଟାଚ୍ୟୁ ଅଫ୍ ୟୁନିଟି ଡିଜାଇନ୍ କରିଥିବା ପ୍ରସିଦ୍ଧ ମୂର୍ତ୍ତିକାର ରାମ ସୂତାରଙ୍କ ପରଲୋକ ହୋଇଛି ।  ୧୦୦ ବର୍ଷ ବୟସରେ ତାଙ୍କର ଦେହାନ୍ତ ହୋଇଛି । ସେ ବୁଧବାର ରାତିରେ ନୋଏଡାସ୍ଥିତ ତାଙ୍କ ଘରେ ଶେଷ ନିଶ୍ୱାସ ତ୍ୟାଗ କରିଥିବା ଜଣାପଡିଛି । ସେ ବାର୍ଦ୍ଧକ୍ୟଜନିତ ରୋଗରେ ପୀଡିତ ଥିଲେ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    31.7 ° C
    31.7 °
    31.7 °
    43 %
    1.3kmh
    4 %
    Mon
    37 °
    Tue
    38 °
    Wed
    39 °
    Thu
    39 °
    Fri
    40 °

    ସମ୍ବନ୍ଧିତ