Sunday, December 7, 2025
15.9 C
Odisha

    ସତୀଶ ଚନ୍ଦ୍ର ସାମଲଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ବ୍ୟକ୍ତିଗତ ସଚିବ ଭାବେ ନିଯୁକ୍ତି

    ଆଗକୁ ପଢନ୍ତୁ

    ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ଦୁଇ ଅଧିକାରୀଙ୍କୁ ନିଯୁକ୍ତି ଦିଆଯାଇଛି । ସତୀଶ ଚନ୍ଦ୍ର ସାମଲ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅତିରିକ୍ତ ବ୍ୟକ୍ତିଗତ ସଚିବ ଭାବେ ନିଯୁକ୍ତି ପାଇଛନ୍ତି । ସେହିଭଳି ବିନୋଦ ବିହାରୀ ସିଂହଙ୍କୁ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ନିଯୁକ୍ତି ମିଳିଛି । ପୂର୍ବରୁ ଯୋଜନା ଓ ସଂଯୋଜନା ବିଭାଗରେ କାର୍ଯ୍ୟରତ ଥିଲେ ବିନୋଦ ବିହାରୀ ସିଂହ । ଏବେ ତାଙ୍କୁ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ନିଯୁକ୍ତି ମିଳିଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    scattered clouds
    15.9 ° C
    15.9 °
    15.9 °
    43 %
    1.7kmh
    35 %
    Sun
    16 °
    Mon
    26 °
    Tue
    26 °
    Wed
    26 °
    Thu
    27 °

    ସମ୍ବନ୍ଧିତ