Sunday, March 15, 2026
38.4 C
Odisha

    ସରକାରୀ ଯାତ୍ରୀବାହୀ ବସ୍‌ ଦୁର୍ଘଟଣାଗ୍ରସ୍ତ: ୧୦ ଆହତ

    ଆଗକୁ ପଢନ୍ତୁ

    ତାଳଚେର/ଖମାର: ରାଜ୍ୟ ସରକାରଙ୍କ ଏକ ଯାତ୍ରୀବାହୀ ବସ୍‌ ଅନୁଗୁଳ ଜିଲ୍ଲା ପାଲଲହଡ଼ା ବ୍ଲକର ଖମାର ଅଞ୍ଚଳରେ ରବିବାର ଅପରାହ୍‌ଣରେ ଦୁର୍ଘଟଣାଗ୍ରସ୍ତ ହୋଇଛି। କେନ୍ଦୁଝରରୁ ପାଲଲହଡ଼ାକୁ ସଂଯୋଗ କରୁଥିବା ୫୩ ନମ୍ବର ଜାତୀୟ ରାଜପଥରେ ଏହି ଦୁର୍ଘଟଣା ଘଟିବା ପରେ ବସ୍‌ରେ ଥିବା ୧୦ ଜଣ ଯାତ୍ରୀ ଆହତ ହୋଇଛନ୍ତି। ଆହତମାନଙ୍କୁ ଉଦ୍ଧାର କରାଯାଇ ତାଳଚେଳ ଉପଖଣ୍ଡ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    broken clouds
    38.4 ° C
    38.4 °
    38.4 °
    14 %
    3.6kmh
    76 %
    Sun
    37 °
    Mon
    38 °
    Tue
    39 °
    Wed
    37 °
    Thu
    36 °

    ସମ୍ବନ୍ଧିତ