Tuesday, March 25, 2025
35.7 C
Odisha

    ସରକାରୀ ଯାତ୍ରୀବାହୀ ବସ୍‌ ଦୁର୍ଘଟଣାଗ୍ରସ୍ତ: ୧୦ ଆହତ

    ଆଗକୁ ପଢନ୍ତୁ

    ତାଳଚେର/ଖମାର: ରାଜ୍ୟ ସରକାରଙ୍କ ଏକ ଯାତ୍ରୀବାହୀ ବସ୍‌ ଅନୁଗୁଳ ଜିଲ୍ଲା ପାଲଲହଡ଼ା ବ୍ଲକର ଖମାର ଅଞ୍ଚଳରେ ରବିବାର ଅପରାହ୍‌ଣରେ ଦୁର୍ଘଟଣାଗ୍ରସ୍ତ ହୋଇଛି। କେନ୍ଦୁଝରରୁ ପାଲଲହଡ଼ାକୁ ସଂଯୋଗ କରୁଥିବା ୫୩ ନମ୍ବର ଜାତୀୟ ରାଜପଥରେ ଏହି ଦୁର୍ଘଟଣା ଘଟିବା ପରେ ବସ୍‌ରେ ଥିବା ୧୦ ଜଣ ଯାତ୍ରୀ ଆହତ ହୋଇଛନ୍ତି। ଆହତମାନଙ୍କୁ ଉଦ୍ଧାର କରାଯାଇ ତାଳଚେଳ ଉପଖଣ୍ଡ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    35.7 ° C
    35.7 °
    35.7 °
    14 %
    3.9kmh
    0 %
    Tue
    35 °
    Wed
    39 °
    Thu
    40 °
    Fri
    41 °
    Sat
    41 °

    ସମ୍ବନ୍ଧିତ