Saturday, December 20, 2025
11.1 C
Odisha

    ସରପଞ୍ଚଙ୍କୁ ଗୋଡ଼ାଇ ଗୋଡ଼ାଇ ଧରିଲେ ଭିଜିଲାନ୍ସ ଅଧିକାରୀ

    ଆଗକୁ ପଢନ୍ତୁ

    କଳାହାଣ୍ଡି ଜିଲା ଗୋଲାମୁଣ୍ଡା ବ୍ଲକ ବୃନ୍ଦାବାହାଲ ସରପଞ୍ଚ ଦିନେଶ ରାଉତ ଶୁକ୍ରବାର ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ଦିନେଶ କାରରେ ଟଙ୍କା ନେଇ ଯାଉଥିବା ବେଳେ ତାଙ୍କୁ ଗୋଡ଼ାଇ ଗୋଡ଼ାଇ ଧରିଛନ୍ତି ଭିଜିଲାନ୍ସ ଅଧିକାରୀ । ତାଙ୍କ ଠାରୁ ୬ ଲକ୍ଷ ଟଙ୍କା ଜବତ ହୋଇଥିବା ବେଳେ ତାଙ୍କ ବୃନ୍ଦାବାହାଲ ସ୍ଥିତ ଘରେ ଚଢ଼ାଉ ଜାରି ରହିଛି। ଅନ୍ୟପକ୍ଷେ ଦିନେଶଙ୍କୁ ଅଟକ ରଖି ଭିଜିଲାନ୍ସ ପଚରାଉଚରା କରୁଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    11.1 ° C
    11.1 °
    11.1 °
    56 %
    1.2kmh
    0 %
    Sat
    26 °
    Sun
    27 °
    Mon
    28 °
    Tue
    28 °
    Wed
    28 °

    ସମ୍ବନ୍ଧିତ