Wednesday, October 23, 2024
21.7 C
Odisha

    ସରିଲା ଛେରାପହଁରା ନୀତି

    ଆଗକୁ ପଢନ୍ତୁ

    ତିନିରଥରେ ରଥାରୂଢ ତିନିଠାକୁର । ପହଣ୍ଡି ସରିବା ପରେ ଚାଲିଛି ନୀତିକାନ୍ତି । ପୁରୀରେ ରଥଯାତ୍ରା ପାଇଁ ଲକ୍ଷାଧିକ ଭକ୍ତଙ୍କ ସମାଗମ ହୋଇଛି । ଗଜପତି ମହାରାଜଙ୍କ ଛେରାପହଁରା ପରେ ତିନିରଥ ମାଉସୀ ମା ଅଭିମୁଖେ ଯାତ୍ରା କରିବେ । ଛେରାପହଁରା ପୂର୍ବରୁ ରଥ ଉପରେ ତିନିଠାରୁଙ୍କୁ ଦର୍ଶନ କରିଛନ୍ତି ଶଙ୍କରାଚାର୍ଯ୍ୟ । ନିଜ ପାରିଷଦବର୍ଗଙ୍କ ସହ ସେ ରଥରେ ଚତୁୁର୍ଧାମୂର୍ତ୍ତିଙ୍କ ଦର୍ଶନ କରିବା ସହ ପୂଜାର୍ଚ୍ଚନା କରିଥିଲେ ଶଙ୍କରାଚାର୍ଯ୍ୟ । ଏହା ପରେ ଗଜପତି ଛେରାପହଁରା ନୀତି ଆରମ୍ଭ କରିଛନ୍ତି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    21.7 ° C
    21.7 °
    21.7 °
    69 %
    1.8kmh
    100 %
    Wed
    22 °
    Thu
    25 °
    Fri
    26 °
    Sat
    25 °
    Sun
    22 °

    ସମ୍ବନ୍ଧିତ