Tuesday, June 24, 2025
24.7 C
Odisha

    ସୁରକ୍ଷାକର୍ମୀଙ୍କ ଏନକାଉଣ୍ଟର, ୬ ମାଓବାଦୀ ନିହତ

    ଆଗକୁ ପଢନ୍ତୁ

    ପୁଣି ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା। ତେଲେଙ୍ଗାନା କୋଥଗୁଡେମ୍‌ ଜିଲ୍ଲା ନୀଳାଦ୍ରିପେଟ୍‌ ଜଙ୍ଗଲରେ ସୁରକ୍ଷାକର୍ମୀ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ଘଟିଛି। ଏହି ଗୁଳି ବିନିମୟ ବେଳେ ୬ ମାଓବାଦୀ ନିହତ ହୋଇଥିବା ବେଳେ ସେମାନଙ୍କ ମଧ୍ୟରେ ଜଣେ ଆହତ ହୋଇଛି। ଏଥିସହିତ ମାଓବାଦୀଙ୍କ ପାଲଟା ଗୁଳିରେ ୨ ସୁରକ୍ଷାକର୍ମୀ ମଧ୍ୟ ଗୁରୁତର ହୋଇଛନ୍ତି। ସେମାନଙ୍କୁ ତୁରନ୍ତ ଚିକିତ୍ସା କରାଯିବା ବେଳେ ଆହୁରି ମାଓବାଦୀ ଲୁଚିଥିବା ସନ୍ଦେହରେ ସୁରକ୍ଷାକର୍ମୀଙ୍କ ପକ୍ଷରୁ ସର୍ଚ୍ଚ ଅପରେସନ ଜୋରଦାର କରାଯାଇଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    24.7 ° C
    24.7 °
    24.7 °
    86 %
    2.6kmh
    100 %
    Mon
    25 °
    Tue
    25 °
    Wed
    32 °
    Thu
    33 °
    Fri
    31 °

    ସମ୍ବନ୍ଧିତ