Wednesday, July 2, 2025
24.5 C
Odisha

    ସୁରକ୍ଷାକର୍ମୀଙ୍କ ଏନକାଉଣ୍ଟରରେ ୩ ଆତଙ୍କବାଦୀ ସଫା

    ଆଗକୁ ପଢନ୍ତୁ

    ଜାମ୍ମୁ-କାଶ୍ମୀରର ଅଖନୁର ସେକ୍ଟରରେ ସୁରକ୍ଷାକର୍ମୀଙ୍କ ଗାଡ଼ିକୁ ଗୁଳିମାଡ଼ ଘଟଣା। ସେନା ପକ୍ଷରୁ ଏନକାଉଣ୍ଟର ହୋଇଥିବାବେଳେ ଏଥିରେ ୩ ଆତଙ୍କବାଦୀ ନିହତ ହୋଇଛନ୍ତି । ଖବର ଅନୁଯାୟୀ, ଆଜି ସକାଳେ ଜାମ୍ମୁ କାଶ୍ମୀରର ଅଖନୁରରେ ଆତଙ୍କବାଦୀମାନେ ଏଲଓସି ନିକଟ ଭଟ୍ଟଲ ଅଞ୍ଚଳରେ ଏକ ସେନା ଆମ୍ବୁଲାନ୍ସ ଉପରେ ଗୁଳି ଚଳାଇ ଜଙ୍ଗଲ ଆଡକୁ ପଳାଇଥିଲେ। ସେନା ଏହି ଅଞ୍ଚଳକୁ ଘେରି ରହି ସର୍ଚ୍ଚ ଅପରେସନ କରିଥିଲା । ପ୍ରାୟ ୫ ଘଣ୍ଟାର ସଙ୍ଘର୍ଷ ପରେ ସୁରକ୍ଷାକର୍ମୀଙ୍କ ଗୁଳିରେ ତିନି ଜଣ ଆତଙ୍କବାଦୀ ନିହତ ହୋଇଛନ୍ତି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    24.5 ° C
    24.5 °
    24.5 °
    88 %
    2.2kmh
    99 %
    Tue
    25 °
    Wed
    26 °
    Thu
    30 °
    Fri
    25 °
    Sat
    28 °

    ସମ୍ବନ୍ଧିତ