Friday, May 9, 2025
32.3 C
Odisha

    ସୁରକ୍ଷାକର୍ମୀଙ୍କ ଗୁଳିରେ ୭ ମାଓବାଦୀ ନିପାତ, ବିପୁଳ ପରିମାଣର ବିସ୍ଫୋରକ ସାମଗ୍ରୀ ଜବତ

    ଆଗକୁ ପଢନ୍ତୁ

    ଛତିଶଗଡ଼ ନାରାୟଣପୁର ଆବୁଜମାଡ଼ ଜଙ୍ଗଲରେ ସୁରକ୍ଷାକର୍ମୀ ଓ ମାଓବାଦୀଙ୍କ ମଧ୍ୟରେ ଗୁଳିବିନିମୟ। ଏହି ଏନ୍‌କାଉଣ୍ଟରରେ ୭ ମାଓବାଦୀ ନିପାତ ହୋଇଥିବା ଜଣାପଡ଼ିଛି। ୭ ମୃତକଙ୍କ ମଧ୍ୟରେ ୨ ଜଣ ମହିଳା ମାଓବାଦୀ ରହିଥିବା ସୂଚନା। DRG, STFର ମିଳିତ କମ୍ବିଂ ବେଳେ ମୁହାଁମୁହିଁ ହୋଇଥିଲେ। ସର୍ଚ୍ଚ ଅପରେସନ ବେଳେ ଏକ-୪୭ ସମେତ ବିପୁଳ ବିସ୍ଫୋରକ ସାମଗ୍ରୀ ଜବତ କରାଯାଇଛି। ଏ ନେଇ ଆଇଜି ପି.ସୁନ୍ଦର ରାଜଙ୍କ ସୂଚନା ଦେଇଛନ୍ତି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    32.3 ° C
    32.3 °
    32.3 °
    37 %
    1.1kmh
    97 %
    Fri
    40 °
    Sat
    40 °
    Sun
    39 °
    Mon
    42 °
    Tue
    42 °

    ସମ୍ବନ୍ଧିତ