Saturday, March 14, 2026
28.9 C
Odisha

    ସୃଷ୍ଟି ହେଲା ଲଘୁଚାପ, ୨୪ ଘଣ୍ଟା ମଧ୍ୟରେ ଆହୁରି ଘନୀଭୂତ ହେବା ସମ୍ଭାବନା

    ଆଗକୁ ପଢନ୍ତୁ

    ଭୁବନେଶ୍ବର  : ସୃଷ୍ଟି ହେଲା ଲଘୁଚାପ ।  ଦକ୍ଷିଣ ପୂର୍ବ ବଙ୍ଗୋପସାଗର ଏବଂ ସଲଗ୍ନ ପୂର୍ବ ବିଷୁବରେଖା ନିକଟସ୍ଥ ଭାରତ ମହାସାଗର ଉପରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି ।  ୨୪ ଘଣ୍ଟା ମଧ୍ୟରେ ଆହୁରି ଘନୀଭୂତ ହେବା ସମ୍ଭାବନା ରହିଛି ।  ଗତକାଲି ସନ୍ଧ୍ୟା ସାଢ଼େ ୫ଟାରେ ଭାରତ ମହାସାଗର ଉପରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଥିବା ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    28.9 ° C
    28.9 °
    28.9 °
    23 %
    2.9kmh
    0 %
    Sat
    31 °
    Sun
    38 °
    Mon
    37 °
    Tue
    38 °
    Wed
    38 °

    ସମ୍ବନ୍ଧିତ